ସାଧୁସନ୍ଥ

ଗୁରୁ ନାନକଙ୍କ ରଚିତ ଆରତୀ ଓ ଶ୍ରୀଜଗନ୍ନାଥ

ଭକ୍ତି ଆନ୍ଦୋଳନର ସମୟ । ୧୬ଶ ଶତାବ୍ଦୀର ପ୍ରାରମ୍ଭିକ ଭାଗ । ଏକଦା ଗୁରୁ ନାନକ ଶ୍ରୀଜଗନ୍ନାଥଙ୍କର ଦର୍ଶନ ନିମିତ୍ତ ଶ୍ରୀକ୍ଷେତ୍ର ପରିଭ୍ରମଣ (ଉଦାସୀ)ରେ ଆସିଥାନ୍ତି । ସେ ଯଦିଓ ଭକ୍ତି ମାର୍ଗର ପ୍ରଚାରକ ଥିଲେ ତେବେ ସେ ଈଶ୍ୱରଙ୍କ ସାକାର ସ୍ୱରୂପ ଓ ବାହ୍ୟ ଅର୍ଚ୍ଚନାର ପକ୍ଷପାତୀ ନଥିଲେ । ମାତ୍ର ସେ ଯେତେବେଳେ ଶ୍ରୀଜଗନ୍ନାଥଙ୍କୁ ପ୍ରଥମ ଥର ପାଇଁ ଦେଖିଲେ, ସେତେବେଳେ ସେ ଭାବିଲେ – “ପ୍ରଭୁଙ୍କର ଏ କି ଅଦ୍ଭୁତ ରୂପ !… read more »

Sidebar